ଆସନ୍ତାକାଲି ଶ୍ରୀମନ୍ଦିର ରେ ଅନୁଷ୍ଠିତ ହେବ କାଳୀୟଦଳନ ବେଶ।

0
Spread the love


ପୁରୀ:- ଆସନ୍ତା କାଲି ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ । ଏହି ବଶରେ ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ । ଏପଟେ ଶ୍ରୀମନ୍ଦିରରେ ଆଜି ବନଭୋଜି ବେଶ ଅନୁଷ୍ଠିତ ହେଉଥିବା ବେଳେ ଆସନ୍ତା କାଲି କାଳୀୟଦଳନ ବେଶ ଓ ପହରଦିନ ପ୍ରଳମ୍ୱାଶୁର ବଧ ବେଶ ଓ ତ୍ରୟୋଦଶୀ ତିଥିରେ କୃଷ୍ଣବଳରାମ ବେଶରେ ମହାପ୍ରଭୁ ଦର୍ଶନ ଦେବାର ପରମ୍ପରା ରହିଛି ।

Leave a Reply

Your email address will not be published. Required fields are marked *