ରାଜ୍ୟରେ ବଢୁଛି ଆତ୍ମହତ୍ୟା ପ୍ରବଣତା,୩ ବର୍ଷରେ ଆତ୍ମହତ୍ୟା କଲେଣି ୨୧୮ ଛାତ୍ର

0
Spread the love

ଭୁବନେଶ୍ଵର:-ରାଜ୍ୟରେ ବଢୁଛି ଆତ୍ମହତ୍ୟା ପ୍ରବଣତା । ବିଶେଷ କରି ଯୁବ ସମାଜରେ ଏଭଳି ନକାରାତ୍ମକ ଭାବନା ସୃଷ୍ଟି ହେଉଛି । ରାଜ୍ୟରେ୩ ବର୍ଷରେ ଦାୟର ହୋଇଛି ୧୭ ହଜାର ୭ ଶହ ୭୮ ଆତ୍ମହତ୍ୟା ମାମଲା । ୩ ବର୍ଷରେ ୨୧୮ ଛାତ୍ର କରିଛନ୍ତି ଆତ୍ମହତ୍ୟା ।

ସେହିପରି ୩ ବର୍ଷ ରେ ୨୬୩ ଛାତ୍ରୀ କରିଛନ୍ତି ଆତ୍ମହତ୍ୟା । ୨୦୨୩ ରେ ସର୍ବାଧିକ ୧୦୪ ଛାତ୍ରୀ କରିଛନ୍ତି ଆତ୍ମହତ୍ୟା । ବିଧାନସଭାରେ ଏନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ ।

Leave a Reply

Your email address will not be published. Required fields are marked *