ପ୍ରଧାନମନ୍ତ୍ରୀ ଙ୍କ ଓଡ଼ିଶା ଗ୍ରସ୍ତ କୁ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି।
ଭୁବନେଶ୍ଵର:-ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ୍ ପୋଲିସ ।ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ପୋଲିସ ଛାଉଣୀରେ ରହିବ ରାଜଧାନୀ ଭୁବନେଶ୍ବର ।ଏୟାରପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ବ୍ଲୁ ବୁକ୍ ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯିବ ।