ଓଡ଼ିଶା ରେ ଲାଗୁ ହେବ କାମଧେନୁ ଯୋଜନା।

0
Spread the love


ଭୁବନେଶ୍ଵର:-ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା।ଜାତୀୟ ମୌସୁମୀ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା।କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା।ଗାଈଗୋରୁଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା ଯୋଜନା।ବୁଲା ଗାଈଗୋରୁଙ୍କ ଲାଗି ମୁଖ୍ୟମନ୍ତ୍ରୀ ପ୍ରାଣୀ କଲ୍ୟାଣ ଯୋଜନା।

Leave a Reply

Your email address will not be published. Required fields are marked *