ସୁଭଦ୍ରା ଯୋଜନା ରେ ପଞ୍ଜୀକରଣ କରିଲେ ୫୦ ଲକ୍ଷ ହିତାଧିକାରୀ।
ଭୁବନେଶ୍ଵର:-ଆସନ୍ତା ୧୭ରେ ମିଳିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି।ଏଯାଏଁ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି।ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।’୧୫ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ରେ ମିଳିବ ପ୍ରଥମ କିସ୍ତି’।’କାଲି ରାଜ୍ୟବ୍ୟାପୀ ୧୦ ହଜାର ରାଜସ୍ବ ଗାଁରେ ସୁଭଦ୍ରା ପଦଯାତ୍ରା ହେବ’।’ଭୁବନେଶ୍ୱରରେ ଗିରିଦୁର୍ଗା ମନ୍ଦିରରୁ ରମାଦେବୀ ଯାଏଁ ସୁଭଦ୍ରା ପଦଯାତ୍ରା’।