ଏହି ୫ ବର୍ଷ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ:-ଜେପି ନଡ୍ଡା
ଭୁବନେଶ୍ଵର:-ସଦସ୍ୟତା ଅଭିଯାନରେ ଜେପି ନଡ୍ଡାଙ୍କ ବକ୍ତବ୍ୟ।୨୦୪୭ରେ ଭାରତକୁ ବିକଶିତ କରିବା, ସମସ୍ତଙ୍କ ଯୋଗଦାନ ଜରୁରୀ।ଆମେରିକା, ୟୁରୋପ, ଅଷ୍ଟ୍ରେଲିଆର ଅର୍ଥନୀତି ଅସ୍ଥିର ରହିଛି।କିନ୍ତୁ ଭାରତର ଅର୍ଥନୀତି କ୍ରମଶଃ ଅଗ୍ରଗତି କରୁଛି- ନଡ୍ଡା।ମୋଦିଙ୍କ ନେତୃତ୍ବରେ ଆମେ ଆଜି ବ୍ରିଟେନକୁ ପଛରେ ପକାଇଛୁ।ଭାରତ ଆଜି ବିଶ୍ବର ପଞ୍ଚମ ଅର୍ଥଶକ୍ତିରେ ପରିଣତ ହୋଇଛି।ମୋଦିଙ୍କ ନେତୃତ୍ବରେ ଭାରତ ତୃତୀୟ ବୃହତ ଅର୍ଥଶକ୍ତି ହେବାକୁ ଯାଉଛି।୭୦ ବର୍ଷରୁ ଅଧିକ ୬ କୋଟି ଆୟୁଷ୍ମାନ ଭାରତରେ ସାମିଲ ହେବେ।ଭାରତରେ କେହି କଚ୍ଚା ଘରେ ରହିବେନି, ଆଉ ୩ କୋଟି ଘର ମଂଜୁର।ଏହି ୫ ବର୍ଷ ଆମ ସମସ୍ତଙ୍କ ପାଇଁ ବହୁତ ଗୁରୁତ୍ବପୂର୍ଣ୍ଣ।ସେଥିପାଇଁ ମୋଦି କହିଛନ୍ତି- ୟହି ସମୟ ହେ, ସହି ସମୟ ହେ।