କାର୍ ଦୁର୍ଘଟଣାରେ ମହିଳା ଙ୍କ ମୃତ୍ୟୁ।

0
Spread the love


ବ୍ରହ୍ମପୁର(କୈଳାସ ଚନ୍ଦ୍ର ଚୌଧୁରୀ):-ବିଜିପୁର ସନ୍ତୋଷୀ ମାଁ ମନ୍ଦିର ନିକଟରେ ନଡ଼ିଆ କଦଳୀ ବିକ୍ରି କରୁଥିବା ମହିଳା ଉପରେ ମାରୁତି ସ୍ବିଫ୍ଟ କାର୍ ଚଢି ଯାଇଛି ଓ ଘଟଣାସ୍ଥଳରେ ମହିଳା ଜଣଙ୍କ ମୃତ୍ୟୁ ଘଟିଛି। ଡ଼୍ରାଇଭର କାର୍ ଛାଡି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଛେଦ ପାଇଁ ଡାକ୍ତରଖାନାକୁ ପଠାଇବା ସହ କାର୍ କୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

Leave a Reply

Your email address will not be published. Required fields are marked *