ବ୍ରହ୍ମପୁର ରେ ଅଧିଷ୍ଠାତ୍ରୀ ଦେବୀ ମାଁ କାଳୁଆ ଙ୍କ ଦର୍ଶନ କରିଲେ ବାଚସ୍ପତି।

0
Spread the love

ବ୍ରହ୍ମପୁର: ଗୋସାଇଁନୂଆଗାଁର ଅଧିଷ୍ଠାତ୍ରୀ ଦେବୀ ଶ୍ରୀ ଶ୍ରୀ ଶ୍ରୀ ମାଁ କାଳୁଆ ଙ୍କ ଯାତ୍ରା ଅବସରରେ ମାଁ କାଳୁଆ ଯାତ୍ରା ପୂଜା କମିଟିର ନିମନ୍ତ୍ରଣ ରକ୍ଷା କରି ବଡ଼ ସାହି ସ୍ଥିତ ଅସ୍ଥାୟୀ ମଣ୍ଡପରେ ବିରାଜିତ ମାଁ କାଳୁଆ ଙ୍କ ଆଶିର୍ବାଦ ନେବା ପାଇଁ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ଏବଂ ଖଣି ଓ ଇସ୍ପାତ କ୍ୟାବିନେଟ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗଞ୍ଜାମ ଜିଲ୍ଲାର ବରିଷ୍ଠ ନେତା କାହ୍ନୁ ଚରଣ ପତି, ବିଜେପିର ବରିଷ୍ଠ ନେତା ସୁନିଲ କୁମାର ସାହୁ, ମଣ୍ଡଳ ସଭାପତି କୃଷ୍ଣ ଚନ୍ଦ୍ର ଚୌଧୁରୀ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ, ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତୁତୁନ୍ ପାତ୍ର, ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶିବ ଶଙ୍କର ନାୟକ, ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ମଦନ ମୋହନ ପାତ୍ରଙ୍କ ସମେତ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *