ଦ ଡାନ୍ସ ହାଉସ ପକ୍ଷରୁ ସମ୍ମାନିତ ହେଲେ ବରିଷ୍ଠ ସାମ୍ବାଦିକ ସୁଦୀପ ସାହୁ।

0
Spread the love

ବ୍ରହ୍ମପୁର:- ଦ ଡାନ୍ସ ହାଉସ ପକ୍ଷରୁ ଆଜି ବ୍ରହ୍ମପୁର ଟାଉନ ହଲ ଠାରେ କନିଷ୍ଠ ରାଜ୍ୟ ସ୍ତରୀୟ ନୃତ୍ୟ ପ୍ରତିଯୋଗିତା ଆୟୋଜିତ ହେଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ବ୍ରହ୍ମପୁର ର ପୂର୍ବତନ ମୟର ପିଣ୍ଟୁ ଦାସ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ସମସ୍ତ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଅତିଥି ଭାବରେ ଯୋଗଦେଇଥିବା ବରିଷ୍ଠ ସାମ୍ବାଦିକ ସୁଦୀପ କୁମାର ସାହୁ ଙ୍କୁ ସମ୍ମାନିତ କରାଯାଇଥିଲା।

Leave a Reply

Your email address will not be published. Required fields are marked *