ରେଳ ଧାରଣାରୁ ଖଣ୍ଡ ବିଖଣ୍ଡିତ ଶବ ଉଦ୍ଧାର।

0
Spread the love


ବ୍ରହ୍ମପୁର(କୈଳାଶ ଚନ୍ଦ୍ର ଚୌଧୁରୀ):-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଲାଞିପଲୀ ଓଭରବ୍ରିଜ୍ ତଳୁ ଜଣେ ଅଜଣା ଯୁବକ ର ଖଣ୍ଡ ବିଖଣ୍ଡିତ ଶବ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଛନ୍ତି। ଯୁବକ ର ବୟସ ୩୦ ବର୍ଷ ହେବ ବୋଲି ପୋଲିସ କହିଛନ୍ତି। କୌଣସି ଏକ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା କୁହାଯାଉଛି।ଶବ ଉଦ୍ଧାର କରି ବ୍ୟବଛେଦ ହେବାପରେ ଶବକୁ ବଡ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ରଖାଯାଇଛି ବୋଲି ପୋଲିସ ସୁତ୍ରରୁ ଜଣାପଡିଛି ଓ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

Leave a Reply

Your email address will not be published. Required fields are marked *