ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ରାହୁରେଖା ଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

0
Spread the love


ପୁରୀ : ଆସନ୍ତାକାଲି ତା୨୪.୮.୨୦୨୪ ରିଖ, ଶନିବାର ଭାଦ୍ରବ:କୃଷ୍ଣ ପଞ୍ଚମୀ ତିଥି ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨.୦୦ ଟିକା ଠାରୁ ସନ୍ଧ୍ୟା ଘ.୬.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Leave a Reply

Your email address will not be published. Required fields are marked *